This browser does not support the video element.
ଦେବଗଡ: ଟାଉନ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
Debagarh, Debagarh (Deogarh) | Sep 8, 2025
ଦେବଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଦିନ ପ୍ରାୟ ୧ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ଜିଲ୍ଲା ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଯୋଗ ଦେଇ ବର୍ତ୍ତମାନ ପରିସ୍ଥିତିରେ ଆମକୁ ଡିଜିଟାଲ ସାକ୍ଷରତା ଉପରେ ଅଧିକ ଧ୍ୟାନ ଦେବାକୁ ପଡିବ ବୋଲି ପରାମର୍ଶ ଦେଇଥିଲେ।