Install App
sushantpattnayak1983
This browser does not support the video element.
ଛତ୍ରପୁର: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନରେ ସେବା ପକ୍ଷ କାର୍ଯ୍ୟକ୍ରମ ବ୍ରହ୍ମପୁର ଠାରେ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା
Chhatrapur, Ganjam | Sep 6, 2025
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଜନ୍ମଦିବସ ଅବସରରେ ସାରା ଦେଶରେ ସେବା ପକ୍ଷ ପାଳନ କରାଯାଉଛି। ଶନିବାର ଅପରାହ୍ନରେ ବ୍ରହ୍ମପୁର ଠାରେ ଜିଲ୍ଲା ସ୍ତରୀୟ ସେବା ପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ରାଜ୍ୟ ସରକାରଙ୍କ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଯୋଗ ଦେଇ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!