This browser does not support the video element.
ଧର୍ମଗଡ: ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ଆଇନ ସଚେତନତା ଶିବିର ।
Dharamgarh, Kalahandi | Sep 26, 2025
ତାଲୁକ ଆଇନ ସେବା ସମିତି ଧର୍ମଗଡ ପକ୍ଷରୁ ସ୍ଥାନୀୟ ମଡ଼ର୍ଣ୍ଣ ସାଇନ୍ସ କଲେଜ ଠାରେ ଶୁକ୍ରବାର ସକାଳ ୧୦ ଟା ରେ ସାଇବର ଅପରାଧ ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ନାନିତ ଅତିଥି ଭାବରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶ୍ରୀଚନ୍ଦନ ସେଠି ଯୋଗ ଦେଇଥିଲେ।