Download Now Banner

This browser does not support the video element.

ଲକ୍ଷ୍ମୀପୁର: ଲକ୍ଷ୍ମୀପୁର ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ଇନୋଭେସନ ଏଣ୍ଡ ଷ୍ଟାର୍ଟଅପର ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

Lakshmipur, Koraput | Aug 26, 2025
ଆଜି ଲକ୍ଷ୍ମୀପୁର ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ଵାରା ପ୍ରାୟୋଜିତ "ଇନୋଭେସନ ଏଣ୍ଡ ଷ୍ଟାର୍ଟ ଅପ"ଅନ୍ତର୍ଭୁକ୍ତ ଏକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ସଭାପତିତ୍ବ କରି ଯୁକ୍ତ ତିନି ଅଧ୍ୟକ୍ଷ ବିଜୁ ମୁଦୁଲିଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୁକ୍ତ ଦୁଇ ଅଧ୍ୟକ୍ଷ ଗିରିଜା କୁମାର ଚୌଧୁରୀ ଯୋଗ ଦେଇଥିଲେ।
Read More News
T & CPrivacy PolicyContact Us