This browser does not support the video element.
ଝାରସୁଗୁଡା: ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନ ଯୋଜନାଭୁକ୍ତ ଶିକ୍ଷକ ସଂଘ ଝାରସୁଗୁଡା ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି
Jharsuguda, Jharsuguda | Sep 13, 2025
ବିଭିନ୍ନ ଦାବି ନେଇ ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ଝାରସୁଗୁଡା ଜିଲ୍ଲା ପକ୍ଷରୁ ଝାରସୁଗୁଡା ଜିଲ୍ଲାପାଳଙ୍କ ଜରିଆରେ ଆଜି ଦିନ ବାରଟା ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ୨୦୦୪ ରୁ ୨୦୧୩ ମସିହା ମଧ୍ୟରେ ଓଡ଼ିଶାର ସରକାରୀ ହାଇସ୍କୁଲରେ ନିଯୁକ୍ତ ଠିକା ଶିକ୍ଷକଙ୍କ ୬ ବର୍ଷର ଠିକା ଚାକିରୀକୁ ମୂଳ ଚାକିରୀରେ ଗଣନା, ୬ ଟି ନେସନାଲ ଇନକ୍ରିମେଣ୍ଟ ପ୍ରଦାନ ଆଦି ଦାବି ନେଇ ଦାବୀପତ୍ର ପ୍ରଦାନ କରାଯାଇଛି। ଏହି ଅବସରରେ ଓଡିଶା ସରକାରୀ ହାଇସ୍କୁଲ ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ଝାରସୁଗୁଡା ଜିଲ୍ଲା ଶାଖାର