Install App
bargarhdist.news
This browser does not support the video element.
ବରଗଡ: ବିଦ୍ୟୁତ ବିଭାଗ ପକ୍ଷରୁ ହାଟପଦା ଓ ଅନ୍ୟ ସ୍ଥାନରେ ବିଦ୍ୟୁତ ସେବା ବନ୍ଦ ନେଇ ଜରୁରୀ ସୂଚନା ପ୍ରଦାନ
Bargarh, Bargarh (Baragarh) | Aug 22, 2025
ବରଗଡ଼ ସହରର ବିଭିନ୍ନ ଏରିଆରେ ବିଦ୍ୟୁତ କାଟକୁ ନେଇ ଶୁକ୍ରବାର ସକାଳ 6 ଘଣ୍ଟା ସମୟରେ ଜରୁରୀ ସୂଚନା ପ୍ରଦାନ କଲା ବିଦ୍ୟୁତ ବିଭାଗ | ବରଗଡ଼ ସହରର ବିଦ୍ୟୁତ କାର୍ଯ୍ୟର ରକ୍ଷଣା ବେକ୍ଷଣ ପାଇଁ ଆଜି ସକାଳ 8 ରୁ ମଧ୍ୟାହ୍ନ 12 ପର୍ଯ୍ୟନ୍ତ ବିଦ୍ୟୁତ ସେବା ବନ୍ଦ ରହିବ ବୋଲି ଆଜି ଜରୁରୀ ସୂଚନା ଦିଆଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!