Download Now Banner

This browser does not support the video element.

ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଚାଷୀଙ୍କୁ ଆବଶ୍ୟକ ସାର ଯୋଗାଣ ଦାବିରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

Baudh Sadar, Boudh (Bauda) | Sep 2, 2025
ମଙ୍ଗଳବାର ବୌଦ୍ଧ ଜିଲ୍ଲାରେ ଚାଷୀ ମାନଙ୍କୁ ଆବଶ୍ୟକ ସାର ଯୋଗାଣ ଦାବିରେ ବିଜେଡ଼ି ପକ୍ଷରୁ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି | ଜିଲ୍ଲା ବିଜେଡ଼ି ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ନେତୃତ୍ବରେ ବିଜେଡ଼ିର କର୍ମକର୍ତ୍ତା ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା |
Read More News
T & CPrivacy PolicyContact Us