Install App
khabaraebeebe
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ ର ଆନୁଷ୍ଠାନିକ ଶୁଭାରମ୍ଭ ଘୋଷଣା କୃଷି ଭଵନ ରେ ହୋଇଛି
Bhubaneswar M Corp, Khordha | Jul 31, 2025
ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ ର ଆନୁଷ୍ଠାନିକ ଶୁଭାରମ୍ଭ ଘୋଷଣା କୃଷି ଭଵନ ରେ ହୋଇଛି | ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସିଙ୍ଗାପୁର ସ୍ଥିତ ଗ୍ଲୋବାଲ୍ ଫାଇନାନ୍ସ ଆଣ୍ଡ୍ ଟେକ୍ନୋଲୋଜି ନେଟୱାର୍କ ସହଭାଗିତାରେ ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ ର ଆନୁଷ୍ଠାନିକ ଶୁଭାରମ୍ଭ ଅନୁଷ୍ଠିତ ହେବ । ଏ ସଂପର୍କରେ ଆଜି 3.45ରେ କୃଷି ଭବନସ୍ଥିତ ଅଡ଼ିଟୋରିଅମରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି
Share
Read More News
T & C
Privacy Policy
Contact Us
Your browser does not support JavaScript!