This browser does not support the video element.
ଝାରସୁଗୁଡା: ଝାରସୁଗୁଡା ଝାଡେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ବିଶ୍ରାମ ଗୃହ ନିର୍ମାଣ ପାଇଁ ଶୁଭ ଶିଳାନ୍ୟାସ କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
Jharsuguda, Jharsuguda | Sep 6, 2025
ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଝାରସୁଗୁଡା ଗସ୍ତରେ ଆସି ଆଜି ସକାଳ ସାଢେ ଆଠଟା ସମୟରେ ଝାରସୁଗୁଡାର ଗର୍ବ ଓ ଗୌରବ ପ୍ରସିଦ୍ଧ ବାବା ଝାଡେଶ୍ୱରଙ୍କ ମନ୍ଦିରକୁ ଯାଇ ମହା ଅଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ଏହା ସହିତ ଝାରସୁଗୁଡା ଝାଡେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ ବିଶ୍ରାମ ଗୃହ ନିର୍ମାଣ ପାଇଁ ଶୁଭ ଶିଳାନ୍ୟାସ କରିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ତାଙ୍କର ଏହି କାର୍ଯ୍ୟକ୍ରମ ଅବସରରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାଣ