Download Now Banner

This browser does not support the video element.

ବୌଦ୍ଧ ସଦର: ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

Baudh Sadar, Boudh (Bauda) | Sep 8, 2025
ସୋମବାର ଦିନ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକଙ୍କ ରାହୁଲ୍ ଗୋୟଲଙ୍କ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରୁଥିବା ଦେଖିବାକୁ ମିଳିଛି l ହରଭଙ୍ଗା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମର ଜନ ସାଧାରଣ ନିଜ ନିଜ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ନେଇ ଶିବିରକୁ ଆସିଛନ୍ତି l
Read More News
T & CPrivacy PolicyContact Us