Download Now Banner

This browser does not support the video element.

କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର ବ୍ଲକ ଅନ୍ତର୍ଗତ ବଡ଼ ମହୁରୀ ଗ୍ରାମପଞ୍ଚାୟତ କାର୍ଯ୍ୟଳୟ ପରିସରରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Kabisuryanagar, Ganjam | Sep 8, 2025
ଏଣିକି ଆଉ ଯିବାକୁ ପଡ଼ିବନି ବ୍ଲକ କିମ୍ବା ଜିଲ୍ଲା କାର୍ଯ୍ୟଳୟ, ନିଜ ନିଜ ପଞ୍ଚାୟତ ରେ ଅଭିଯୋଗ କରିବେ ଜନ ସାଧାରଣ, ଆଜି କବିସୂର୍ଯ୍ୟନଗର ବ୍ଲକ ବଡ଼ ମହୁରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. ଏହି କାର୍ଯ୍ୟକ୍ରମ ରେ କବିସୂର୍ଯ୍ୟନଗର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ସିଡିପିଓ, ପଶୁ ଚିକିତ୍ସ ଅଧିକାରୀ, ଙ୍କ ସହ ବହୁ ଅଧିକାରୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us