Download Now Banner

This browser does not support the video element.

ମାଲକାନଗିରି: କୁଡୁମୁଲୁଗୁମ୍ମା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

Malkangiri, Malkangiri | Aug 1, 2025
ଆଜି ମାଲକାନଗିରି ଜିଲ୍ଲା କୁଡୁମୁଲୁଗୁମ୍ମା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ କୁଡୁମୁଲୁଗୁମ୍ମା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ହେମନ୍ତ ନାୟକ ଓ କୃପାସିନ୍ଧୁ ଆମ୍ବାଗୁଡ଼ିଆଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟ ଦାବି - ବିଦ୍ୟାଳୟ ଭିତ୍ତିଭୂମି ତଥା ଆନୁସାଙ୍ଗିକ ବ୍ୟବସ୍ଥା ନଥିବା ବେଳେ ବଳପୂର୍ବକ ଲଦି ଦିଆଯାଉଥିବା UAS ବ୍ୟବସ୍ଥାକୁ ସ୍ଥଗିତ ରଖିବା ସମ୍ପର୍କେ ଦାବିପତ୍ର ପ୍ରଦାନ କରାଯାଇଥିଲା। ସଂଘର ସଭାପତି ଓ ସଦସ୍ୟ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us