Download Now Banner

This browser does not support the video element.

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଜେପି କାର୍ଯ୍ୟାଳୟ ଠାରେ ମଣ୍ଡଳସ୍ତରିୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି

Bhanjanagar, Ganjam | Sep 9, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଜେପି କାର୍ଯ୍ୟାଳୟ ଠାରେ ମଣ୍ଡଳସ୍ତରିୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ମଣ୍ଡଳୀ ସ୍ତରୀୟ କର୍ମଶାଳା ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗ ଦେଇ ସେବା ପକ୍ଷ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଭଞ୍ଜନଗର ବିଜେପିର ବହୁ ବରିଷ୍ଠ ନେତା ଓ କର୍ମୀ ମାନେ ଯୋଗ ଦେଇଥିଲେ ।
Read More News
T & CPrivacy PolicyContact Us