This browser does not support the video element.
ଫୁଲବାଣୀ ସହର: ଫୁଲବାଣୀ ଜିଲ୍ଲା କାରାଗାରରେ ଏଚ୍.ଆଇ.ଭି ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
Phulabani Town, Kandhamal | Aug 30, 2025
ଫୁଲବାଣୀ ଜିଲ୍ଲା କାରାଗାରରେ ଏଚ୍.ଆଇ.ଭି ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ, ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ, କନ୍ଧମାଳ ଓ ରାଜ୍ୟ ଏଡସ୍ ନିୟନ୍ତ୍ରଣ ସମିତ, ଭୂବନେଶ୍ୱର ଙ୍କ ମିଳିତ ସହଯୋଗରେ ଏକ ଦିନିକିଆ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା କାରାଗାର, ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଜାଇଛି । ଜିଲ୍ଳା ରେ ଚାଲି ଥିବା ଲକ୍ଷ୍ୟଭେଦି ପ୍ରକଳ୍ପ ମାଧ୍ୟମରେ କନ୍ଧମାଳ ଜିଲ୍ଲା ର କୋଣ ଅନୁକୋଣ ରେ ଗୋଷ୍ଠି ସଚେତନତା ଜାରି ରହିଥିବା ବେଳେ ସଂପାଦକ ହରି ଶଙ୍କର ରାଉତ ଙ୍କ ତତ୍ୱାବଧାନରେ ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ପ୍ରକଳ୍ପ ସଂଯୋଜକ