Install App
nihar20051981
This browser does not support the video element.
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ସମିଳନୀ କକ୍ଷରେ ଠାରେ ବ୍ଲକ ସ୍ତରୀୟ ଅଂଶୀଦାର ଦକ୍ଷତା ମୂଲ୍ୟାଙ୍କନ କର୍ମଶାଳା ଅନୁଷ୍ଠିତ.
Kendrapara, Kendrapara | Sep 10, 2025
କେନ୍ଦ୍ରାପଡ଼ା ଠାରେ ବ୍ଲକ ସ୍ତରୀୟ ଅଂଶୀଦାର ଦକ୍ଷତା ମୂଲ୍ୟାଙ୍କନ କର୍ମଶାଳା ଅନୁଷ୍ଠିତ l ସଂଯୁକ୍ତ ଜାତିସଙ୍ଘର ଖାଦ୍ୟ ଓ କୃଷି ସଂଗଠନ (ଫାଓ) ଏବଂ ଶାନ୍ତା ମେମୋରିଆଲ ରିହାବିଷ୍ଟେସନ ସେଣ୍ଟର (ଏମ.ଏମ.ଆର.ସି ) ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲା ମୁଖ୍ୟ କୃଷି ଅଧିକାରଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି |ଜିଲ୍ଲାପାଳ ରଘୁରାମ ଆର ଆୟାର ମୁଖ୍ୟଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ |
Share
Read More News
T & C
Privacy Policy
Contact Us
Your browser does not support JavaScript!