Download Now Banner

This browser does not support the video element.

ଦେବଗଡ: ଜିଲ୍ଲାରେ ବଜ୍ରପାତ ଓ ଝଡବର୍ଷା ସମ୍ଭାବନା ପାଇଁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର

Debagarh, Debagarh (Deogarh) | Sep 9, 2025
ଦେବଗଡ ଜିଲ୍ଲାରେ ଆଜି ମଙ୍ଗଳବାର ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବଜ୍ରପାତ ଏବଂ ଝଡବର୍ଷା ସହିତ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଦେବଗଡ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡଘଡି ସହିତ ୩୦ ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବାରୁ ଆଜି ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହିତ ସତର୍କ ସୂଚନା ଦିଆଯାଇଥିବା ବେଳେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଆକଳନ କରାଯାଇଛି ।
Read More News
T & CPrivacy PolicyContact Us