Download Now Banner

This browser does not support the video element.

ସଦର: ନୂଆପଡା ବିଧାୟକ ବିୟୋଗରେ କଳାହାଣ୍ଡି ବିଜେଡି ପକ୍ଷରୁ ଭବାନୀପାଟଣା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଞ୍ଜଳି

Sadar, Kalahandi | Sep 10, 2025
ପଶ୍ଚିମ ଓଡ଼ିଶାର ଅନ୍ୟତମ ଜନପ୍ରିୟ ନେତା ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଗତକାଲି ଦେହାନ୍ତ ହୋଇଛି । ଆଜି କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କୁ ଭବାନୀପାଟଣା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଞ୍ଜଳୀ ଦିଆଯାଇଛି । ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରି ବିଜେଡି ତରଫରୁ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
Read More News
T & CPrivacy PolicyContact Us