Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି

Bhubaneswar M Corp, Khordha | Jun 23, 2025
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ୨୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
Read More News
T & CPrivacy PolicyContact Us