Download Now Banner

This browser does not support the video element.

ଛତ୍ରପୁର: ଆସନ୍ତା ୨ ଦିନ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Chhatrapur, Ganjam | Aug 22, 2025
ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଆସନ୍ତାକାଲି ପାଇଁ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।ଗଞ୍ଜାମ ଜିଲ୍ଲାରେ ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବର୍ଷା ସହ ବିଜୁଳି ଘଡଘଡି ସହ ଝଟକାପବନ ହେବା ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଶୁକ୍ରବାର ଅପରାହ୍ନରେ ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us