Download Now Banner

This browser does not support the video element.

ଯାଜପୁର: ମହାନବମୀ ପାଇଁ କ୍ଷେତ୍ରେଶ୍ୱରୀ ମା ବିରଜାଙ୍କର ପୀଠ ଚଳଚଞ୍ଚଳ ମା ଙ୍କ ଦର୍ଶନ ପାଇଁ ଭକ୍ତ ଙ୍କ ଭିଡ଼

Jajapur, Jajpur | Sep 30, 2025
ମହାନବମୀ ପାଇଁ କ୍ଷେତ୍ରେଶ୍ୱରୀ ମା ବିରଜାଙ୍କର ପୀଠ ଚଳଚଞ୍ଚଳ ମା ଙ୍କ ଦର୍ଶନ ପାଇଁ ଭକ୍ତ ଙ୍କ ଭିଡ଼। ଭାରତ ବର୍ଷ ର ୫୧ଟି ଶକ୍ତିପୀଠ ମଧ୍ୟରୁ ଅନ୍ୟତମ ପୀଠ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଆଜି ମହାନବମୀ । ଆଜି ବଡ଼ି ଭୋରୁ ପବିତ୍ର ବୈତରଣୀ ନଦୀରୁ ଜଳ ଅଣାଯାଇ ମା ଙ୍କ ସ୍ନାନ କରାଯାଇଛି। ନବରାତ୍ର ଅବସର ରେ ନଅ ଦିନ ମାଙ୍କ ଗର୍ଭ ଗୃହରେ ଭକ୍ତ ମାନଙ୍କୁ ପ୍ରବେଶ କରି ମାଙ୍କ ମୁଖ ଦର୍ଶନ ସହ ଚରଣ ସ୍ପର୍ଶ କରିବାକୁ ସୁଯୋଗ ମିଳିଥାଏ। ଏହି ପାଇଁ ସକାଳୁ ହଜାର ହଜାର ସଂଖ୍ୟକ ଭକ୍ତ ମାନଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us