Download Now Banner

This browser does not support the video element.

ରାଉରକେଲା ମ୍ୟୁନିସିପାଲଟି: ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ୪୦ତମ ବାର୍ଷିକ କ୍ରୀଡା ଉତ୍ସବ ସଂପନ୍ନ

Raurkela M, Sundargarh | Dec 12, 2024
ରାଉରକେଲା: ଆଜି ଗୁରୁବାର ଦିନ ଅପରାହ୍ନ ୪ଟା ସମୟରେ ସେକ୍ଟର ୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୪୦ତମ ବାର୍ଷିକ ଦ୍ବିଦିବସୀୟ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସୁରେନ୍ଦ୍ର କୁମାର ଶତପଥୀଙ୍କ ସଭାପତିତ୍ବ ଓ ଶାରିରୀକ ପ୍ରଶିକ୍ଷକ ପ୍ରମୋଦ କୁମାର ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ରାଉରକେଲା କଲେଜର ଅଧ୍ୟକ୍ଷ ଡ଼ଃ ରବିନ୍ଦ୍ର କୁମାର ଜେ
Read More News
T & CPrivacy PolicyContact Us