This browser does not support the video element.
ଖୋର୍ଦ୍ଧା: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ
Khordha, Khordha | Sep 1, 2025
ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାପାଳ ଋତୁରାଜ ମାନ୍ୟବର ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମ୍ ପାଟି, ମାନ୍ୟବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଜିଲ୍ଲା ଉନ୍ନୟନ ଦାୟିତ୍ୱରେ ଥିବା ଶାସନ ସଚିବ ଚିତ୍ରା ଅରୁମୁଗମଙ୍କ ଜିଲ୍ଲା ପରିକ୍ରମା ଓ ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉନ୍ନୟନ ଯୋଜନା ସମୀକ୍ଷାର ଅନୂପାଳନ ରିପୋର୍ଟ ଯଥାଶୀଘ୍ର ସମସ୍ତ ବିଭାଗୀୟ ଅଧିକାରୀ ଜିଲ୍ଲାପାଳଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।