Download Now Banner

This browser does not support the video element.

ବାଲିକୁଦା: ଥାନା ଅଞ୍ଚଳରେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ

Balikuda, Jagatsinghpur | Apr 9, 2024
ସୋମବାର ୪ଟା ବେଳେ ଥାନା ଅଞ୍ଚଳର ଏକ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ନାବାଳିକାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣା ପଡିଛି। ଏହି ବିଷୟରେ ପୋଲିସ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।
Read More News
T & CPrivacy PolicyContact Us