Download Now Banner

This browser does not support the video element.

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ମୁନିସିପାଲିଟି ସମୀକ୍ଷା ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ସହ ବିଧାୟକ ଶ୍ରୀଯୁକ୍ତ ଗଣେଶ୍ୱର ବେହେରା।

Kendrapara, Kendrapara | Aug 26, 2025
କେନ୍ଦ୍ରାପଡ଼ା ମୁନିସିପାଲିଟି ସମୀକ୍ଷା ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ସହ ବିଧାୟକ ଶ୍ରୀଯୁକ୍ତ ଗଣେଶ୍ୱର ବେହେରା। ଏହି କାର୍ଯ୍ୟକ୍ରମରେ ପୌରାଧକ୍ଷା ସରିତା ସାହୁ,ପୌରଉପାଧକ୍ଷା ଆକବରୀ ଖାତୁନ,ପୌରନିର୍ବାହୀ ଅଧିକାରୀ ଅଜିତ ପ୍ରସାଦ ନାରାୟଣ ଗିରି,ବିଭିନ୍ନ ୱାର୍ଡର କାଉନସିଲର ଉପସ୍ଥିତ ଥିଲେ l
Read More News
T & CPrivacy PolicyContact Us