Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ଆସନ୍ତା ୧୫ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାରିପଦା ଦିନିକିଆ ଗସ୍ତ; ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ବିଜେପି ପ୍ରସ୍ତୁତି ବୈଠକ

Baripada M, Mayurbhanj | Sep 12, 2025
ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ଦିନିକିଆ ବାରିପଦା ଗସ୍ତରେ ଆସୁଛନ୍ତି। ତେଣୁ ଏନେଇ ବିଜେପି ପକ୍ଷରୁ ତାଙ୍କୁ କିଭଳି ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ସେନେଇ ବିଜେପି ଦଳ ପକ୍ଷରୁ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
Read More News
T & CPrivacy PolicyContact Us