Install App
khabr.malyabanta
This browser does not support the video element.
ମାଲକାନଗିରି: ମାଲକାନଗିରିରେ ଲଗାଣ ବର୍ଷା ଯୋଗୁଁ ବୁଡିଲା କାଙ୍କୁରୁକୋଣ୍ଡା ପୋଲ, ଜିଲ୍ଲା ସଦରରୁ କାଲିମେଳା ଯାତାୟାତ ବାଧାପ୍ରାପ୍ତ
Malkangiri, Malkangiri | Sep 2, 2025
ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ପୁଣି ବୁଡିଲା ପୋଲ । କାଙ୍କୁରୁକୋଣ୍ଡା ପୋଲ ଉପରେ ଚାରି ରୁ ପାଞ୍ଚ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ଫଳରେ 326 ନମ୍ବର ଜାତୀୟ ରାଜପଥର ମାଲକାନଗିରି ଓ କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ପୋଲର ଦୁଇ ପାର୍ଶ୍ଵରେ ଅନେକ ଯାନ ବାହାନ ଅଟକି ରହିଛି । ହାଇଦ୍ରାବାଦ ରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଫେରୁଥିବା ବସ ଗୁଡିକ କାଙ୍କୁରୁକୋଣ୍ଡା ଠାରେ ଅଟକି ରହିଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!