Download Now Banner

This browser does not support the video element.

କଟକ ପୌରାଞ୍ଚଳ: ଉସୁମାରେ ଯୁବକଙ୍କୁ ସଂଗବଦ୍ଧ ଆକ୍ରମଣ ଘଟଣା, ଆଉ ଜଣଙ୍କୁ ଗିରଫ କଲା ସଦର ଥାନା ପୋଲିସ

Cuttack M Corp PS, Cuttack | Aug 27, 2025
କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଉସୁମା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଗବଦ୍ଧ ଆକ୍ରମଣ କରିବା ଘଟଣାରେ ଆଉ ଜଣଙ୍କୁ ଗିରଫ କରିଛି କଟକ ସଦର ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ସୁବ୍ରତ ଛାଟୋଇ। ଏ ନେଇ ବୁଧବାର ରାତି ୧୦.୩୦ ମିନିଟ ସମୟରେ ସୂଚନା ଦେଇଛନ୍ତି ଥାନା ଅଧିକାରୀ। ଅଭିଯୁକ୍ତକୁ ଆଜି ରାତି ୮ ଟା ସମୟରେ କୋର୍ଟ ଚାଲାଣ କରାଯାଇଛି। ଗତବର୍ଷ ଅକ୍ଟୋବର ମାସରେ ଘଟଣା ଘଟେଇ ଫେରାର ହୋଇଯାଇଥିଲା ଅଭିଯୁକ୍ତ।
Read More News
T & CPrivacy PolicyContact Us