This browser does not support the video element.
ଜଗତସିଂହପୁର: କୂଳସାହି ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘର ଭିତରୁ ବିଷାକ୍ତ ନାଗସାପ ଉଦ୍ଧାର
Jagatsinghapur, Jagatsinghpur | Aug 30, 2025
କୂଳସାହି ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରୁ ଏକ ବିଷାକ୍ତ ଚାରିଫୁଟିଆ ନାଗସାପ ଉଦ୍ଧାର । ଆଜି ଅପରାହ୍ନ ୫ ଟା ସମୟରେ ଜଗତସିଂହପୁର ସଦରବ୍ଲକ କୂଳସାହି ଗ୍ରାମର ରବିନ୍ଦ୍ର ମହାନ୍ତି ନାମକ ଜଣେ ବ୍ୟକ୍ତିଙ୍କ ଘର ଭିତରେ ଏକ ବିଷାକ୍ତ ନାଗସାପ ଦେଖିବାକୁ ମିଳିଥିଲା । ପରେ ସାପଧରାଳି ବନବିହାରି ଦାସଙ୍କୁ ଖବର ଦେଲାପରେ ବନବିହାରି ସେଠାରେ ପହଞ୍ଚି ବିଷାକ୍ତ ନାଗସାପକୁ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି