Download Now Banner

This browser does not support the video element.

ନୟାଗଡ: ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ସାଇକେଲ ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ

Nayagarh, Nayagarh | Aug 31, 2025
ଗତ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉ ଥିବା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଏସି ହାଇସ୍କୁଲ ଏବଂ ବ୍ରଜେନ୍ଦ୍ର ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ। ପୁରୁଣା ସହରସ୍ଥିତ ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସାଇକେଲ ରାଲିକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିବା ବେଳେ ଉଭୟ ଅତିଥି ସାଇକେଲ ଚଳାଇ ଏହି ରାଲିରେ ସାମିଲ ହୋଇଥି
Read More News
T & CPrivacy PolicyContact Us