Download Now Banner

This browser does not support the video element.

ଧର୍ମଗଡ: କଲମପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଜଣେ ଗୁରୁତର

Dharamgarh, Kalahandi | Sep 6, 2025
ଶନିବାର କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର କଲମପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଛକ ନିକଟରେ ଘଟିଛି ଏକ ଦୁର୍ଘଟଣା। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେଇଥିଲା। ଫଳରେ ଜଣେ ବାଇକ୍ ଚାଳକ ଗୁରୁତର ହେଇଛନ୍ତି। ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
Read More News
T & CPrivacy PolicyContact Us