Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାରିପଦା ମୁଖ୍ୟ ଚିକିତ୍ସାଳୟ ବ୍ଲଡ଼ ବ୍ୟାଙ୍କରେ ରକ୍ତଦାନ ଶିବିର ଅନୁଷ୍ଠିତ, ବିଧାୟକଙ୍କ ଯୋଗଦାନ

Baripada M, Mayurbhanj | Sep 7, 2025
ରବିବାର ସକାଳ ପ୍ରାୟ ୧୦ ଟାରେ ନାରାୟଣ ସେବା ଟ୍ରଷ୍ଟ ପକ୍ଷରୁ ବାରିପଦା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ବ୍ଲଡ଼ ବ୍ୟାଙ୍କ ଠାରେ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥିଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗଦେଇ ଫିତା କାଟି ଶୁଭ ଉଦଘାଟନ କରିଥିବା ନେଇ ସୂଚନା ମିଳିଛି।
Read More News
T & CPrivacy PolicyContact Us