Download Now Banner

This browser does not support the video element.

ଦେବଗଡ: ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମାସିକ ସମୀକ୍ଷା ବୈଠକ

Debagarh, Debagarh (Deogarh) | Sep 4, 2025
ଦେବଗଡ଼ ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମସ୍ତ ପଦାଧିକାରୀ ଓ କର୍ମଚାରୀଙ୍କୁ ନେଇ ଗୁରୁବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅଧିକାରୀ ଓ କର୍ମଚାରୀଙ୍କ କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ସନ୍ଧ୍ୟା ୬.୩୦ ରେ ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସମସ୍ତ ପଦାଧିକାରୀ ଓ କର୍ମଚାରୀ ମାନଙ୍କୁ ଦୈନନ୍ଦିନ ସମସ୍ତ ସରକାରୀ କାର‌୍ୟ୍ୟ, ଅନଲାଇନ୍ ମାଧ୍ୟମରେ ଫାଇଲ ପଠାଇବାକୁ ପରାମର୍ଶ ଦେଇଥିଲେ।
Read More News
T & CPrivacy PolicyContact Us