Install App
shantanupanda7
This browser does not support the video element.
ବଡସାହି: ବେଲାଣପୁରା ବନ୍ୟାବାତ୍ୟା ଆଶ୍ରୟସ୍ଥଳୀରେ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିରକୁ ଉଦଘାଟନ କଲେ ମାନ୍ୟବର ଲୋକପ୍ରିୟ ବିଧାୟକ ସନାତନ ବିଜୁଳି
Barsahi, Mayurbhanj | Sep 2, 2025
ବୈଶିଙ୍ଗା ଥାନା ଅଧୀନ ପାଟଳିପୁରା ପଞ୍ଚାୟତବେଲାଣପୁରା ବନ୍ୟାବାତ୍ୟା ଆଶ୍ରୟସ୍ଥଳୀରେ ସମ୍ବାଦ ଆମ ଓଡିଶା ଏବଂ ବିଜେପି ବୈଶିଙ୍ଗା ମଣ୍ଡଳପକ୍ଷରୁ ମିଳିତଭାବେ ଆୟୋଜିତ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରକୁ ମାନ୍ୟବର ଲୋକପ୍ରିୟ ବିଧାୟକ ସନାତନ ବିଜୁଳି ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିବାବେଳେ ଏହା ମଙ୍ଗଳବାର ଅପରାହ୍ନ ଚାରିଟାରେ ଉଦଯାପିତ ହୋଇଯାଇଛି l ବୈଶିଙ୍ଗା ମଣ୍ଡଳ ସଭାପତି ରାଜୀବ କୁମାର ନନ୍ଦୀ ସଂଯୋଜନା କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!