This browser does not support the video element.
ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ୍ ପଣସପୁଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି
Malkangiri, Malkangiri | Aug 25, 2025
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍ ପଣସପୁଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୧୧୨ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା। ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।