Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଝିନେଇ ଗ୍ରାମର ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମକାରୀକୁ ୨୦ବର୍ଷ କାରାଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟ
Baripada M, Mayurbhanj | Aug 22, 2025
ଶୁକ୍ରବାର ଦିନ ମୟୂରଭଞ୍ଜ ଆଡ଼ ହକ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପୋକସୋ କୋର୍ଟରେ ଏକ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତକୁ ୨୦ବର୍ଷର କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଆସାମୀ ଜଣକ ହେଲେ ଚାନ୍ଦୁଆ ଥାନା ଅନ୍ତର୍ଗତ ଝିନେଇ ଗ୍ରାମର ଶୁକ୍ରା ସିଂ (୬୦)।
Share
Read More News
T & C
Privacy Policy
Contact Us
Your browser does not support JavaScript!