Download Now Banner

This browser does not support the video element.

ଦେବଗଡ: ସୁଗୁଡା ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

Debagarh, Debagarh (Deogarh) | Aug 30, 2025
ହକି ଯାଦୁଗର ପଦ୍ମଭୂଷଣ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ଅବସରରେ ଆଜି ଦିନ 4 ପର୍ଯ୍ୟନ୍ତ ଦେବଗଡ଼ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଳକ ଅପୂର୍ବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇ ଯାଇଅଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଦମୟନ୍ତୀ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅବସରପ୍ରାପ୍ତ ଜ଼ିଲ୍ଲା ଶିକ୍ଷା କ୍ରୀଡା ନିରୀକ୍ଷକ ପଦ୍ମଲୋଚନ ପ୍ରଧାନ, ସୁଗୁଡା ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ, ବରିଷ୍ଠ ଶିକ୍ଷକ ହିମାଂଶୁ ଶେଖର ଦେହୁରୀ ଯୋଗ ଦେଇଥିଲେ ।
Read More News
T & CPrivacy PolicyContact Us