Download Now Banner

This browser does not support the video element.

ପୋଡିଆ: ପଡିଆ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Podia, Malkangiri | Sep 25, 2025
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକରେ ଚଳିତ ଆର୍ଥିକ ରୁତୁ ପାଇଁ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପଡିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଶ୍ଵିନି କୁମାର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୦୨୪ ଅକ୍ଟୋବର ପହିଲାରୁ ୨୦୨୫ ମାର୍ଚ୍ଚ ୩୧ ମଧ୍ୟରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ସୁରକ୍ଷା ଆଇନ ରେ ହୋଇଥିବା ବ୍ୟୟବରାଦ ବାବଦରେ ଆଲୋଚନା କରାଯାଇଛି । ଏଥିସହ ଚଳିତ ବର୍ଷରେ ହେବାକୁ ଥିବା ବ୍ୟୟବରାଦ ସମ୍ପର୍କରେ ଆଲୋଚନା କରାଯାଇଛି।
Read More News
T & CPrivacy PolicyContact Us