Install App
rajesh223637
This browser does not support the video element.
ସୋନପୁର: ପିତାମହୁଲରେ ପଞ୍ଚଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦଯାପିତ, ଯୋଗଦେଲେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ l
Sonapur, Subarnapur (Sonepur) | Aug 22, 2025
ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ପଞ୍ଚ ଦିବସୀୟ ନିଷ୍ଠା ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ପ୍ରଶିକ୍ଷଣ ଶିବିର ଆଜି ଅପରାହ୍ନ 4 ଘଣ୍ଟା ସମୟରେ ଉଦଯାପିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷଧିକାରୀ ବର୍ଣା ଡୁଙ୍ଗଡୁଙ୍ଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗୋଷ୍ଠୀ ସମ୍ବଳ ଶିକ୍ଷକ ଦିଲ୍ଲୀପ ପଧାନ ଶିବିରରେ ଉପସ୍ଥିତ ଶିକ୍ଷକ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ l
Share
Read More News
T & C
Privacy Policy
Contact Us
Your browser does not support JavaScript!