Download Now Banner

This browser does not support the video element.

ମାଲକାନଗିରି: ପଡିଆ ବ୍ଲକ୍‌ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମାଲକାନଗିରି ଜିଲ୍ଲାପାଳ

Malkangiri, Malkangiri | Aug 30, 2025
ମାଲକାନଗିରି ଜିଲ୍ଲାପାଳ ପଡିଆ ବ୍ଲକ୍‌ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳ ପଡିଆ ବ୍ଲକ୍‌ ଗସ୍ତ କରିଥିଲେ। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।ବିଭିନ୍ନ ସରକାରୀ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି।
Read More News
T & CPrivacy PolicyContact Us