Download Now Banner

This browser does not support the video element.

କୋରାପୁଟ ସହର: ଆସନ୍ତା ୯ ଓ ୧୦ ତାରିଖରେ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର

Koraput Town, Koraput | Sep 7, 2025
କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆସନ୍ତା ୯ ଓ ୧୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରିଛି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏନେଇ ଆଜି ସଂନ୍ଧ୍ୟା ୫ଘଣ୍ଟା ସମୟରେ କୋରାପୁଟ ଜିଲ୍ଲା ପ୍ରଶାସନକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି।
Read More News
T & CPrivacy PolicyContact Us