Download Now Banner

This browser does not support the video element.

ସମ୍ବଲପୁର ମ୍ୟୁନିସିପାଲଟି: ନୂଆଁଖାଇ ପାଇଁ ମା' ସମଲେଶ୍ୱରୀଙ୍କ ଠାରେ ହେଲା ନୂତନ ସିନ୍ଦୁର ଲାଗି

Sambalpur M, Sambalpur | Aug 25, 2025
ନୂଆଁଖାଇ ପାଇଁ ମାଁ ସମଲେଶ୍ୱରୀଙ୍କ ଠାରେ ଆଜି ନୂତନ ସିନ୍ଦୁର ଲାଗି ହୋଇଛି l ପ୍ରଥମେ ଶ୍ରୀ ଗଣେଶଙ୍କୁ ଆବାହନ କରି ପୂଜାର୍ଚନା କରିବା ପରେ ମାଁ ସମଲେଶ୍ୱରୀଙ୍କ ପାର୍ଶ୍ଵରେ ଥିବା 115 ଦେବା ଦେବି ମାନଙ୍କୁ ନୂତନ ସିନ୍ଦୁର ଲାଗି କରାଯାଇଥିଲା l ପୂଜକ ମାନେ ମିଶି ଏହି କାର୍ଯ୍ୟ ସମାପନ କରିଥାନ୍ତି l ଆଜି ସିନ୍ଦୁର ଲାଗି ପରେ ମନ୍ଦିରର ଚତୁଃପାର୍ଶ୍ୱକୁ ସଫା କରାଯାଇଥାଏ l ଏହାପରେ ମାଁ ଙ୍କ ଠାରେ ଲାଗିଥିବା ଗହଣାକୁ ମଧ୍ୟ ସଫା କରାଯାଇଥାଏ l ଆସନ୍ତା 28 ତାରିଖ ମାଁଙ୍କୁ ନୁଆଁ ବେଶ କରାଯିବ l ମାଙ୍କ ପାଇଁ ନୂତନ ସମ୍ବଲପୁରୀ ପାଟ ଶାଢ଼ୀ, ଚୁଡ଼ି, ଗହଣା, ମନ୍ଦାର ମାଳ ଆଦି
Read More News
T & CPrivacy PolicyContact Us