Download Now Banner

This browser does not support the video element.

ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ୱସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ ଉପରେ ବୈଠକ ଅନୁଷ୍ଠିତ

Nuapada, Nuapada | Sep 10, 2025
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମ ଦିବସ ଉପଲକ୍ଷେ ସେପ୍ଟେମ୍ବର ୧୭ ରୁ ସମଗ୍ର ଦେଶରେ ଆରମ୍ଭ ହେବାକୁ ଯାଉଛି "ସ୍ୱସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ" । ଏହି ଅଭିଯାନ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ନୂଆପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ୨ ଟାରେ ଅନୁଷ୍ଠିତ ହୋଇଥିଲା l ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ୱର ସେଠୀଙ୍କ ସହିତ ଚିକିତ୍ସା ବିଭାଗର ସମସ୍ତ ଅଧିକାରୀ ଯୋଗ ଦେଇଥିଲେ l
Read More News
T & CPrivacy PolicyContact Us