This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଜଗନ୍ନାଥ ବସ୍ତି, କେନାଲ ରୋଡ଼ରୁ ବେଆଇନ ଭାବେ ବିଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ଅଭିଯୁକ୍ତ ଗିରଫ
Bhubaneswar M Corp, Khordha | Sep 10, 2025
ଲକ୍ଷ୍ମୀସାଗର ଥାନାଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସମ୍ପୃକ୍ତ ଥାନାର ଏକ ପେଟ୍ରୋଲିଙ୍ଗ ଟିମ ନିଜ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ବେଳେ,ଅଭିଯୁକ୍ତ ଜଣକ ବମିଖାଲ ଅନ୍ତର୍ଗତ ଜଗନ୍ନାଥ ବସ୍ତି, କେନାଲ ରୋଡ଼ରେ ଥିବା ନିଜ ଘରେ ବେଆଇନ ଭାବେ ବିଦେଶୀ ମଦ ବିକ୍ରି କରୁଥିବା ନେଇ ବିଶ୍ଵସ୍ତ ସୂତ୍ରରୁ ସୂଚନା ପାଇଥିଲେ । ମିଳିଥିବା ଏହି ସୂଚନା ଆଧାରରେ ପେଟ୍ରୋଲିଙ୍ଗ ଟିମ୍ କାଳ ବିଳମ୍ବ ନକରି ଘଟଣା ସ୍ଥଳରେ ଅତର୍କିତ ଚଢଉ କରିବା ସହ ଅଭିଯୁକ୍ତ ରସାନନ୍ଦ ଲେଙ୍କାଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ ।