Download Now Banner

This browser does not support the video element.

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଡ଼ଃ ରାଜଶ୍ରୀ

Bhubaneswar M Corp, Khordha | Jul 10, 2025
ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପରିକି ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର । ସମ୍ବଲପୁର, ବରଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ।
Read More News
T & CPrivacy PolicyContact Us