Download Now Banner

This browser does not support the video element.

ଛତ୍ରପୁର: ବ୍ରହ୍ମପୁର ସ୍ଥିତ ଗୋପାଳପୁର ଜଙ୍କସନ୍ ଠାରେ ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Chhatrapur, Ganjam | Aug 23, 2025
ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ସ୍ଥିତ ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି | ଜଣେ ଯୁବକଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।ଶନିବାର ଅପରାହ୍ନରେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକଙ୍କ ପରିଚୟ ଜଣାପଡି ନାହିଁ।
Read More News
T & CPrivacy PolicyContact Us