This browser does not support the video element.
ଖୋର୍ଦ୍ଧା: ଗୁରୁଜଙ୍ଗ ହାଇସ୍କୁଲ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର
Khordha, Khordha | Aug 22, 2025
ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଟାଉନ ଥାନା ଗୁରୁଜଙ୍ଗ ହାଇସ୍କୁଲ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣଙ୍କୁ କେହି ହତ୍ୟା କରିଥିବା ନେଇ ପରିବାର ଲୋକେ ପରିବାର ଲୋକେ ପୋଲିସ ପାଖରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି । ପରିବାର ଲୋକଙ୍କ ମନରେ ଏନେଇ ଶୋକର ଛାୟା ଖେଳିଯାଇଛି ।