This browser does not support the video element.
ବୌଦ୍ଧ ସଦର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭ୍ରାମ୍ୟମାଣ ଚାରା ବିତରଣ ଯାନର ଶୁଭାରମ୍ଭ କଲେ ଜିଲ୍ଲାପାଳ
Baudh Sadar, Boudh (Bauda) | Sep 3, 2025
ବୁଧବାର ଦିନ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବନ ବିଭାଗ ପକ୍ଷରୁ ଏକ ପେଡ ମା କେ ନାମ୍ ଅଭିଯାନ ଅନ୍ତର୍ଗତ ଭ୍ରାମ୍ୟମାଣ ଚାରା ବିତରଣ ଯାନର ଶୁଭାରମ୍ଭ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଉକ୍ତ ଚାରା ବିତରଣ ଯାନର ଶୁଭାରମ୍ଭ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ବନ ଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଛାୟତ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l ବୌଦ୍ଧ ଜିଲ୍ଲାରେ ଚଳିତ ବର୍ଷ 1 ଲକ୍ଷ 75 ହଜାର 500 ଚାରା ରୋପଣ ଧାର୍ଯ୍ୟ କରାଯାଇଛି |