Install App
publicnewskoraput
This browser does not support the video element.
କୋରାପୁଟ ସହର: କୋରାପୁଟ ଡିଏଭି ମହାବିଦ୍ୟାଳୟରେ ଗୃହରକ୍ଷୀ ପଦବୀ ନିମନ୍ତେ ଲିଖିତ ପରୀକ୍ଷା ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ସ୍ଥଗିତ
Koraput Town, Koraput | Aug 28, 2025
କୋରାପୁଟ ଡିଏଭି ମହାବିଦ୍ୟାଳୟ ପରିସରରେ ଆସନ୍ତା ୩୧ ତାରିଖ ଦିନ ଜିଲ୍ଲାରେ ୧୨୫ ଗୃହରକ୍ଷୀ ପଦବୀ ନିମନ୍ତେ ଲିଖିତ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଆଜି ସନ୍ଧ୍ୟା ୭ଟା ସମୟରେ କୋରାପୁଟ ଏସପି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ହୋଇଥିବା ସୂଚନା ଦେଇଛନ୍ତି। ଏନେଇ ସମସ୍ତ ପରୀକ୍ଷାର୍ଥୀ ମାନଙ୍କୁ ସୂଚନା ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!