Download Now Banner

This browser does not support the video element.

କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ୩ଟାରେ ପ୍ରଶାସନର ସମନ୍ୱୟ ବୈଠକ ଅନୁଷ୍ଠିତ ଉପସ୍ଥିତ ରହିଲେ ଉପଜିଲ୍ଲାପାଳ

Kamakshyanagar, Dhenkanal | Sep 9, 2025
କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ୩ଟାରେ ପ୍ରଶାସନର ସମନ୍ୱୟ ବୈଠକ ଅନୁଷ୍ଠିତ ଉପସ୍ଥିତ ରହିଲେ ଉପଜିଲ୍ଲାପାଳ ଦିନମଣି ନାଏକ ।ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ତରୀୟ ପ୍ରଶାସନ ସମନ୍ୱୟ ବୈଠକ ମଙ୍ଗଳବାର କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।ଏଠାରେ ଉପଜିଲ୍ଲାପାଳ ଦିନମଣି ନାଏକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Read More News
T & CPrivacy PolicyContact Us