This browser does not support the video element.
ନୂଆପଡା: ଭୁବନେଶ୍ଵର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସାଂସଦ ମାଳବିକା ଦେବୀ
Nuapada, Nuapada | Aug 25, 2025
ଭୁବନେଶ୍ଵର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି କଳାହାଣ୍ଡି ସାଂସଦ ମାଳବିକା ଦେବୀ । ଆଜି ୧୨ ଟାରେ ସାକ୍ଷାତ କରି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ତାର ସମାଧନ ପାଇଁ ଅନୁରୋଧ କରିଥିଲେ ସାଂସଦ ଶ୍ରୀମତୀ ମାଳବିକା ଦେବୀ। ମୁଖ୍ୟମନ୍ତ୍ରୀ ମଧ୍ୟ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।